ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଆଜି ସିରମ ଇଣ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ଏବଂ ଭାରତ ବାୟୋଟେକର କରୋନା ଭ୍ୟାକସିନର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି । ଏହା ସହିତ ଭାରତରେ କୋଭିଡ୍-୧୯ ଟିକାକୁ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଛି ।
କୋଭିଡ ୧୯ ଟିକାକୁ ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଯେ ସିରମ ଇଣ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ଓ ଭାରତ ବାୟୋଟେକ ଟିକାକୁ ଡିସିଜିଆଇର ଅନୁମତି ମିଳିବା ପରେ ଭାରତ କୋରନା ମୁକ୍ତ ରାଷ୍ଟ୍ର ହେବାର ବାଟ ଫିଟିଯାଇଛି । ସେ ଆଉ ମଧ୍ୟ କହିଛନ୍ତି ଯେ ଏହା ଯେଉଁ ଦୁଇ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି ସେହି ଦୁଇଟା ଯାକ ମେଡ୍ ଇନ୍ ଇଣ୍ଡିଆ ଅଟେ ।
वैश्विक महामारी के खिलाफ भारत की जंग में एक निर्णायक क्षण!
@SerumInstIndia और @BharatBiotech की वैक्सीन को DCGI की मंजूरी से एक स्वस्थ और कोविड मुक्त भारत की मुहिम को बल मिलेगा।इस मुहिम में जी-जान से जुटे वैज्ञानिकों-इनोवेटर्स को शुभकामनाएं और देशवासियों को बधाई।
— Narendra Modi (@narendramodi) January 3, 2021
यह गर्व की बात है कि जिन दो वैक्सीन के इमरजेंसी इस्तेमाल को मंजूरी दी गई है, वे दोनों मेड इन इंडिया हैं। यह आत्मनिर्भर भारत के सपने को पूरा करने के लिए हमारे वैज्ञानिक समुदाय की इच्छाशक्ति को दर्शाता है। वह आत्मनिर्भर भारत, जिसका आधार है- सर्वे भवन्तु सुखिनः सर्वे सन्तु निरामया।
— Narendra Modi (@narendramodi) January 3, 2021