ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଦିଲ୍ଲୀରେ ଡକ୍ଟର କଲାମ ରୋଡ ପାଖରେ ଇସ୍ରାଇଲ ଦୂତାବାସ ନିକଟରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଏହା ଆଇଇଡି ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି । ତେବେ ଘଟଣାସ୍ଥଳରେ ୪/୫ଟି କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନ୍ୟ କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ବ୍ଲାଷ୍ଟ ହେବା ନେଇ ସ୍ପଷ୍ଟ କରିଛନ୍ତି ଦିଲ୍ଲୀ ପୋଲିସ । ତେବେ ସ୍ପେଶାଲ ସେଲ ଟିମ ଘଟଣା ସ୍ଥଳରେ ପହଞ୍ଚି ବିସ୍ଫୋରଣର ତଦନ୍ତ ଆରମ୍ଭ କରିଛନ୍ତି ।
A low-intensity explosion happened near the Israel Embassy in Delhi, nature of explosion being ascertained. Some broken glasses at spot. No injuries reported; further investigation underway pic.twitter.com/xqIllrCZOQ
— ANI (@ANI) January 29, 2021
;