ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟର କୋରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସ୍ଥିତିର ସମୀକ୍ଷା କରି ଏହାର ଦୃଢ଼ ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଏବଂ ଏସପିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋରୋନା କଟକଣାକୁ ମାନିବାକୁ ଲୋକଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha କୋଭିଡ ସ୍ଥିତିର ସମୀକ୍ଷା କରି ଏହାର ଦୃଢ଼ ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଏବଂ ଏସପିମାନଙ୍କୁ କହିଛନ୍ତି। ମୁଖ୍ୟ ଶାସନ ସଚିବ ଏହିସବୁ କାର୍ଯ୍ୟର ତଦାରଖ କରି ପରବର୍ତ୍ତୀ ବୈଠକରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। pic.twitter.com/QwB4bevOf8
— CMO Odisha (@CMO_Odisha) April 27, 2021