ସନଷ୍ଟାର ଟିଭି ବ୍ୟୁରୋ
ଆସନ୍ତା ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମତେ ଏହି ନିର୍ଦ୍ଧାରିତ ତାରିଖ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ପୂର୍ବରୁ ଅଗଷ୍ଟ ମାସ ଦ୍ୱିତୀୟ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲ ଘୋଷଣା କରାଯାଇଥିଲା ।