ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: କରୋନା ପାଇଁ ବୋଲବମ୍ ଉପରେ କଟକଣା ଲଗାଇଲେ ସରକାର । ଗତବର୍ଷ ଭଳି ଏ ବର୍ଷ ବି ବୋଲବମ୍ ଉପରେ ଲାଗିଲା କଟକଣା । ବୋଲବମରେ କଟକଣା ନେଇ ଏସଆରସିଙ୍କ ପକ୍ଷରୁ ନିର୍ଦ୍ଦେଶନାମା । କୌଣସି ଧାର୍ମିକ ସ୍ଥାନରୁ ଜଳ ଉଠାଇ ପାରିବେନି କାଉଡ଼ିଆ । ସର୍ବସାଧାରଣ ରାସ୍ତାରେ ପାଣିଧରି ଯାଇପାରିବେନି କାଉଡ଼ିଆ । ପାଣି ନେଇ କାଉଡ଼ିଆମାନେ କୌଣସି ଶିବ ମନ୍ଦିରକୁ ଯାଇପାରିବେନି ।