<h3 style="text-align: center;"><strong>ସନଷ୍ଟାର ଟିଭି ବ୍ୟୁରୋ</strong></h3> <h4><strong>ଭୁବନେଶ୍ବର</strong>: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ସେ ଆସନ୍ତା ୧୯ ରୁ ୨୨ ଯାଏ ଓଡିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ଓଡ଼ିଶାରେ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ, ରୁସା ର ସ୍ଥିତି ଓ ଫଣ୍ଡିଙ୍ଗ ତ୍ୱରାନ୍ୱିତ କରିବା ନେଇ ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଓ ଅଧିକାରୀ ଙ୍କ ସହ ସମୀକ୍ଷା ବୈଠକ କରିବେ ବୋଲି ଜଣାପଡିଛି।</h4>