ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର ; ଉନ୍ମୋଚିତ ହେଲା ୨୦୨୩ରେ ହେବାକୁ ଥିବା ହକି ବିଶ୍ୱକପ୍ ଲୋଗୋ,କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୦୨୩ ମସିହା ଜାନୁଆରୀ ୧୩ ତାରିଖରୁ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡ଼ିୟମରେ ଆରମ୍ଭ ହେବ ହକି ବିଶ୍ୱକପ ମ୍ୟାଚ, ଏବଂ ଜାନୁଆରୀ ୨୯ ତାରିଖ ପର୍ଯ୍ୟନ୍ତ ଏହି ମ୍ୟାଚ ଚାଲିବ, କଳିଙ୍ଗ ଷ୍ଟାଡିୟମ ସହିତ ରାଉଲକେଲାର ବିର୍ସାମୁଣ୍ଡା ଷ୍ଟାଡ଼ିୟମରେ ମଧ୍ୟ ଏହି ମ୍ୟାଚ ଚାଲିବ, ଯାହାର ଲୋଗୋ ଆଜି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ