ସନଷ୍ଟାର ଟିଭି ବ୍ୟୁରୋ
ରିପୋର୍ଟ:କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡିଶାର ବିଜେପି ବିଧାୟକଙ୍କ ସହ ଦିଲ୍ଲୀରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ଆଜି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ନାମାଙ୍କନ ପତ୍ର ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜେପି ନାଡ୍ଡା, ରାଜନାଥ ସିଂ ଏବଂ ଅନ୍ତ୍ୟ ସମସ୍ତ ଦଳୀୟ ନେତା ମାନେ ଉପସ୍ଥିତ ରହିଥିଲେ। ଆଜି ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।