ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର; ବିିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ କମିଟି ଗଠନ କରିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ବଡଚଣା ବିଧାୟକ ଅମର ଶତପଥୀଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଛି କମିଟି । ସୂଚନା ଅନୁସାରେ ଗଠିତ ହୋଇଥିବା ଏହି କମିଟିରେ ସ୍ଥାନ ପାଇଛନ୍ତି ବିଜେପି ଓ କଂଗ୍ରେସ ସଦସ୍ୟ । ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନେଇ ଏହି କମିଟି ରିପୋର୍ଟ ଦେବ