ସନଷ୍ଟାର ଟିଭି ବ୍ୟୁରୋ
ପୁରୀ: ଶ୍ରୀମନ୍ଦିରରେ 5T ସଚିବ ଭି.କେ ପାଣ୍ଡିଆନ୍ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି ଭି.କେ ପାଣ୍ଡିଆନ୍ । ପ୍ରକଳ୍ପ ନିର୍ମାଣ ସ୍ଥଳ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ ।
ରିପୋର୍ଟ ଦୀପା ପ୍ରଧାନ