ସନଷ୍ଟାର ଟିଭି ବ୍ୟୁରୋ
କେନ୍ଦ୍ରାପଡ଼ା: ଆଜିଠୁ ଭିତରକନିକା ବନ୍ଦ । ଚଳିତର୍ଷ କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ କୁମ୍ଭୀର ଗଣନା କରାଯିବ । ପର୍ଯ୍ୟଟକଙ୍କ ପାଇଁ କୁମ୍ଭୀର ଗଣନା ପାଇଁ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ଚଳିତର୍ଷ କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ କୁମ୍ଭୀର ଗଣନା କରାଯିବ । ସେପଟେ ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା ।
ରିପୋର୍ଟ : ଦୀପା ପ୍ରଧାନ