ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୩ ତାରିଖରେ ଜୟପୁର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଜୟପୁର ବିକ୍ରମ ଦେବ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପ୍ଲାଟିନମ ଜୁବିଲିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହା ସହ କୋରାପୁଟ ଜିଲ୍ଲାର ଏସଏଚଜି ମହିଳା ମାନଙ୍କ ପାଇଁ ମଧ୍ୟ କିଛି ବଡ ଧରଣର ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ |
ରିପୋର୍ଟ:ଦୀପା ପ୍ରଧାନ