ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଛତିଶଗଡ଼ ରାଜ୍ୟପାଳଙ୍କ ପାଦ ଛୁଇଁଲେ ଆନ୍ଦ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ | ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବିଦାୟୀ ସମୟରେ ପାଦ ଛୁଇଁ ଆଶୀର୍ବାଦ ନେଉଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ ଜଗନମୋହନ ରେଡ୍ଡି | ଏଭଳି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି ରାଜ୍ୟ ରାଜନୀତିରେ | ଏଭଳି ଦୃଶ ଦେଖି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ସବୁ ମହଲରୁ ପ୍ରଂଶସାର ସୁଅ ଛୁଟୁଛି | ଜଣେ ମୁଖ୍ୟମନ୍ତ୍ରୀ ହୋଇ ମଧ୍ୟ ରାଜ୍ୟପାଳଙ୍କ ପାଦ ଛୁଇଁବା ଏହା ଏକ ଚର୍ଚ୍ଚାର ବିଷୟ ପାଲଟିଛି |
ରିପୋର୍ଟ: ଦୀପା ପ୍ରଧାନ