ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି ଅସୁସ୍ଥ | ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସା ହେଉଛନ୍ତି ଜରାଜନଗର ବିଧାୟିକା ଅଳକା ମହାନ୍ତି | ସେପଟେ ଆପୋଲୋ ହସ୍ପିଟାଲରେ ପହଞ୍ଚିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ | ବିଧାୟିକା ଅଳକା ମହାନ୍ତିଙ୍କୁ ଦେଖା କରିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ | ଏହାସହ ତାଙ୍କର ଭଲ ମନ୍ଦ ବୁଝି ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ |
ରିପୋର୍ଟ: ଦୀପା ପ୍ରଧାନ