<h3 style="text-align: center;"><strong>ସନଷ୍ଟାର ଟିଭି ବ୍ୟୁରୋ</strong></h3> <h4><strong>ସମ୍ବଲପୁର</strong> : ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଏଥିସହ ଆଜି ଆଉ ୬ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ବାମ ପାଶ୍ୱର୍ର ୧୩ ଓ ଡାହାଣ ପାଶ୍ୱର୍ର ୭ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି ।</h4>