ସନଷ୍ଟାର ଟିଭି ବ୍ୟୁରୋ
-
ବହୁ ଚର୍ଚ୍ଚିତ ସିସୋର ଚିଟ୍ଫଣ୍ଡ ଠକେଇ ମାମଲାର ୯ ବର୍ଷ ପରେ ସିବିଆଇ କଲା ଚାର୍ଜ ଫ୍ରେମ୍ ।
-
କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଭାତ ବିଶ୍ୱାଳଙ୍କ ନାଁରେ ଚାର୍ଜ ଫ୍ରେମ୍ ହୋଇଛି ।
-
ପ୍ରଭାତ ବିଶ୍ୱାଳଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜ ଫ୍ରେମ୍ ହୋଇଛି ।
-
ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ହେଲା ଚାର୍ଜ ଫ୍ରେମ୍ ।
-
ବେଆଇନ ଅର୍ଥ କାରବାର ମାମଲାରେ ଉଭୟଙ୍କ ନାଁରେ ଚାର୍ଜ ଫ୍ରେମ୍ ହୋଇଛି ।
-
ଦଫା ୪୨୦, ୧୨୦ ବି’, ୪୦୯, ୪୬୭, ୪୬୮ ଏବଂ ୪୭୧ ଆଧାରରେ ସିବିଆଇ ଚାର୍ଜ ଫ୍ରେମ୍ କରିଛି ।