ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆରମ୍ଭ ହେଲାଣି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟା। କଇଁଛଙ୍କ ସୁରକ୍ଷା ନେଇ ଉଚ୍ଚସ୍ତରୀୟ ବୈଠକ ହୋଇଯାଇଛି । ବିଦେଶୀ କଇଁଛର ସୁରକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି । ଏବେ ଠାରୁ ୬ ମାସ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ମାଛ ଧରିବା ମନା। ଏନେଇ ମତ୍ସ୍ୟଜୀବୀଙ୍କୁ ମିଳିବ ୧୫ ହଜାର ଲେଖାଏଁ ଅନୁକମ୍ପା ରାଶି। କଇଁଛଙ୍କ ଅଣ୍ଡାଦାନ ସମୟରେ ବନ୍ଦ ରହିବ କ୍ଷେପଣାସ୍ତ୍ର ପରୀକ୍ଷଣ। ଡିଆର୍ଡିଓ କଲାମ ଦ୍ବୀପରୁ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଅଲିଭ ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ବନ ବିଭାଗର ପଦକ୍ଷେପ। ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ।