ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୭ ତମ ଶ୍ରଦ୍ଧା ବାର୍ଷିକୀ | ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ରାଜଘାଟଠାରେ ଗାନ୍ଧିଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି | ରାଷ୍ଟ୍ରପତି ପୁଷ୍ପମାଲ୍ୟ ଅର୍ପଣ କରି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ |
ସେହି ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଜଘାଟଠାରେ ପହଞ୍ଚି ରାଜଘାଟଠାରେ ପହଞ୍ଚି ଗାନ୍ଧଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ |