ଆଜିଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା | ପଶ୍ଚିମ ଝାଡା ପ୍ରଭାବରେ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭିନ୍ନ ସ୍ଥାନରେ ବିଜୁଳି ଘଡ ଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି | ୨୦ ତାରିଖରେ ୩ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ୨୧ ତାରିଖରେ ୭ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ୨୨ ଓ ୨୩ ତାରିଖରେ ମଧ୍ୟ ଉତ୍ତର ଓ ଉପକୂଳରେ ବର୍ଷା ସମ୍ଭାବନା ରହିଛି | ବିଜୁଳି ଘଡଘଡି ସହ ଝାଡା ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି | କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି |