ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ପିପିଲିର କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ।‘ହାତ’କୁ ବଳ ଦେବେ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର । ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପିପିଲି ବ୍ୟାଟେଲ ପାଇଁ ବିଶ୍ୱକେଶନଙ୍କୁ ପ୍ରାର୍ଥୀ କଲା କଂଗ୍ରେସ ।