ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ । ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ।
ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ୧୯୮୬ ବ୍ୟାଚର ଆଇଏଏସ ଜିଭିଭି ଶର୍ମାଙ୍କୁ ରାଜସ୍ଵ ପରିଷଦର ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି । ସେହିପରି ସିଜେ ବେଣୁଗୋପାଳଙ୍କୁ କେବିକେର ମୁଖ୍ୟ ପ୍ରଶାସକ ଭାବରେ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ସେ ୧୯୮୮ ବ୍ୟାଚର ଆଇଏଏସ ଅଫିସର ।