ସନଷ୍ଟାର ଟିଭି ବ୍ୟୁରୋ
ଟୋକିଓ: ଟୋକିଓ ଅଲିମ୍ପିକ୍ସର ଆଜି ୧୪ତମ ଦିବସ । ଟୋକିଓ ଅଲିମ୍ପିକ୍ସରେ ଆଜି ଇତିହାସ ରଚିଛି ଭାରତ । ଅଲିମ୍ପିକ୍ସ ପୁରୁଷ ହକିରେ ଭାରତକୁ ମିଳିଛି ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଜର୍ମାନୀକୁ ୫-୪ ଗୋଲରେ ହରାଇ ବିଜୟ ଲାଭ କରିଛି ଭାରତୀୟ ହକି ଟିମ୍ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ଜିତିଛି ପଦକ । ପ୍ରାୟ ୧୯୮୦ ପରେ ହକିରେ ପଦକ ପାଇଛି ଟିମ୍ ଇଣ୍ଡିଆ ।