ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ରବିବାର ଦିନ କେରଳ ଛୁଇଁଛି। ନିର୍ଦ୍ଧାରିତ ସମୟର ତିନି ଦିନ ପୂର୍ବରୁ ଏହା ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତର କୃଷି ଭିତ୍ତିକ ପାଇଁ ଅଧିକ ଆବଶ୍ୟକ ବୋଲି ବିବେଚନା କରାଯାଏ ।ଭାରତ ପାଣିପାଗ ବିଭାଗ (ଆଇଏମଡି) ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୯ ତାରିଖ ରବିବାର ଦିନ କେରଳ ଛୁଇଁଛି।