<h3 style="text-align: center;"><strong>ସନଷ୍ଟାର ଟିଭି ବ୍ୟୁରୋ</strong></h3> <h4><strong> ଭୁବନେଶ୍ବର:</strong> ଆଡଭୋକେଟ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡିଶା ହାଇ କୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତ କରାଯାଇଛି।ବର୍ତ୍ତମାନ ସେ ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟକରିବେ।</h4>