ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ହଟ୍ଟଗୋଳକୁ ନେଇ ମାତ୍ର ୪ଦିନ ଚାଲିଛି ବିଧାନସଭା। ୨୬ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ବନ୍ଦ। ମୁଲତବୀ ଘୋଷଣା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ଆଣିଲେ ମୋସନ। ଅନିର୍ଦ୍ଦିଷ୍ଟ କାଳ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲ୍ଲିକ।