ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଏନଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ମିଳିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ବିଡିଏ ଏନଫୋର୍ସମେଣ୍ଟ ବ୍ୟବସ୍ଥା ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ।୧ ଆସିଷ୍ଟାଣ୍ଟ କମିଶନର, ୬ ASI, ୬୦ କନେଷ୍ଟବଲ ପଦବୀକୁ ଅନୁମୋଦନ ମିଳିଛି। ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ।