ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆସନ୍ତାକାଲି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ବୈଠକ ର ଅଧକ୍ଷତା କରିବେ । ମନ୍ତ୍ରୀ ପରିଷଦ ବୈଠକ ରେ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ କୁ ମଞ୍ଜୁରି ମିଳିବ ।